ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)ବିହାର ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ ଦାୟିତ୍ୱ ପ୍ରଦାନ କରାଯାଇଛି। ତାଙ୍କୁ ନିର୍ବାଚନ ପାଇଁ ରାଜ୍ୟର ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଥିବା ନେଇ ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ