ଭୁବନେଶ୍ୱର, 29 ସେପ୍ଟେମ୍ବର (ହି.ସ.)
- ନବରାତ୍ରିର
ଅଷ୍ଟମ ଦିନରେ ମା' ମହାଗୌରୀଙ୍କ
ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ନବରାତ୍ରି'ର ଅଷ୍ଟମ ଦିନରେ ମା' ମହାଗୌରୀଙ୍କୁ ପ୍ରଣାମ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା