ଭୁବନେଶ୍ୱର, 29 ସେପ୍ଟେମ୍ବର (ହି.ସ.)- ପବିତ୍ର
ମହାସପ୍ତମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ପବିତ୍ର ମହାସପ୍ତମୀ ଅବସରରେ ସମସ୍ତଙ୍କୁ
ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ମା'ଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ଏତିକି ପ୍ରାର୍ଥନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା