ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର , ୩୦ ସେପ୍ଟେମ୍ବର (ହି.ସ.)- ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ ଘୋଷଣା କରାଯାଇଛି। ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତି ହୋଇଥିବା ନେଇ ଓପିଆରବି ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ ସୂଚନା ଦିଆଯିବ ବୋଲି ବିଜ୍ଞପ୍ତିରେ
ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ


ଭୁବନେଶ୍ୱର , ୩୦ ସେପ୍ଟେମ୍ବର (ହି.ସ.)- ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ ଘୋଷଣା କରାଯାଇଛି। ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତି ହୋଇଥିବା ନେଇ ଓପିଆରବି ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ ସୂଚନା ଦିଆଯିବ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ଆସନ୍ତା ଅକ୍ଟୋବର ୫ ଓ ୬ରେ ଲିଖିତ ପରୀକ୍ଷା ହେବାର ଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande