ଭୁବନେଶ୍ୱର, 5 ସେପ୍ଟେମ୍ବର (ହି.ସ.)- ହଜଖାସ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ
ମହାଲିଙ୍ଗ । ଏହି ଅବସରରେ ସେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ
ଫଟୋ ସେୟାର କରି କହିଛନ୍ତି ଯେ, ନୂଆଦିଲ୍ଲୀ ସ୍ଥିତ ହଜଖାସ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ
ଦର୍ଶନ କରିବା ସହ ସମସ୍ତଙ୍କ ମଙ୍ଗଳ କାମନା କଲି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା