ଗୁରୁ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 5 ସେପ୍ଟେମ୍ବର (ହି.ସ.)- ଗୁରୁ ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଗୁରୁ ଦିବସ ତଥା ବିଶିଷ୍ଟ ଶିକ୍ଷାବିତ ଏବଂ ଭାରତର ସର୍ବପ୍ରଥମ ଉପରାଷ୍ଟ୍ରପତି ଡଃ ସ
ଗୁରୁ ଦିବସର ଶୁଭେଚ୍ଛା     ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 5 ସେପ୍ଟେମ୍ବର (ହି.ସ.)- ଗୁରୁ ଦିବସର

ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଗୁରୁ ଦିବସ ତଥା ବିଶିଷ୍ଟ ଶିକ୍ଷାବିତ ଏବଂ ଭାରତର

ସର୍ବପ୍ରଥମ ଉପରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ସମସ୍ତଙ୍କୁ

ଶୁଭେଚ୍ଛା ଓ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande