ଆଜି ହେବ ନାହିଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର, 08 ସେପ୍ଟେମ୍ବର (ହି.ସ.) ଆଜି ସୋମବାର ଭୁବନେଶ୍ବର ୟୁନିଟ-୨ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନିବାର୍ଯ୍ୟ କାରଣବଶତଃ ସ୍ଵର୍ଗତ ରହିଛି । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା । ବିଭାଗ ପକ୍ଷରୁ କୁହାଯାଇଛି
ଆଜି ହେବ ନାହିଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି


ଭୁବନେଶ୍ୱର, 08 ସେପ୍ଟେମ୍ବର (ହି.ସ.) ଆଜି ସୋମବାର ଭୁବନେଶ୍ବର ୟୁନିଟ-୨ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଅନିବାର୍ଯ୍ୟ କାରଣବଶତଃ ସ୍ଵର୍ଗତ ରହିଛି । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା ।

ବିଭାଗ ପକ୍ଷରୁ କୁହାଯାଇଛି ଯେ ଯେଉଁ ଅଭିଯୋଗକାରୀମାନେ ଅଭିଯୋଗ ଶୁଣାଣି ପାଇଁ ପୂର୍ବରୁ ଅନଲାଇନରେ ପଞ୍ଜୀକରଣ ରିଥିଲେ, ସେମାନେ ପରବର୍ତ୍ତୀ ସମୟରେ ହେବାକୁ ଥିବା ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ ଦାଖଲ କରିପାରିବେ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande