ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ତାରିଖ ୨୦ ଯାଏଁ ବୃଦ୍ଧି
ଭୁବନେଶ୍ୱର, ୧୫ ଜାନୁୟାରୀ (ହି.ସ)- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬ ଅଧୀନରେ ବିଭିନ୍ନ ପୁରସ୍କାର ପାଇଁ ଆବେଦନ ସମୟସୀମା ଆସନ୍ତା ୨୦ ଜାନୁୟାରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବସାଇଟ୍ ଏଚଟିଟିପିଏସ୍‌://ଏମଏସସପି.ଓଡ଼ିଶା.ଜିଓଭି.ଇନ୍ କୁ ଯାଇ
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ତାରିଖ ୨୦ ଯାଏଁ ବୃଦ୍ଧି


ଭୁବନେଶ୍ୱର, ୧୫ ଜାନୁୟାରୀ (ହି.ସ)- ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬ ଅଧୀନରେ ବିଭିନ୍ନ ପୁରସ୍କାର ପାଇଁ ଆବେଦନ ସମୟସୀମା ଆସନ୍ତା ୨୦ ଜାନୁୟାରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବସାଇଟ୍ ଏଚଟିଟିପିଏସ୍‌://ଏମଏସସପି.ଓଡ଼ିଶା.ଜିଓଭି.ଇନ୍ କୁ ଯାଇ ଆବେଦନ କରିବାକୁ ହେବ । ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande