ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
17 Jan 2026
ଭୁବନେଶ୍ୱର, ୧୭ ଜାନୁୟାରୀ (ହି.ସ)- ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମହାନ୍ତିଙ୍କ ପୂଜ୍ୟ ପିତା ତଥା ବାଲିକୁଦା ବ୍ଲକ ମାଛଗାଁ ପଂଚାୟତ ଅନ୍ତର୍ଗତ ସୁକିନ୍ଦା ଗ୍ରାମର ଅବସରପ୍ରାପ୍ତ ଅଧ୍ୟାପକ ଅଦ୍ୱୈତ ଚରଣ ମହାନ୍ତିଙ୍କ ୯୧ ବର୍ଷ ବୟସରେ ପରଲୋକ ଘଟିଛି । ତାଙ୍କ ପରଲୋକରେ ରାଜ୍ୟ ସଭାପତି ମନମୋହନ ସାମଲ ..
ଭୁବନେଶ୍ୱର, ୧୭ ଜାନୁୟାରୀ (ହି.ସ)- ରାଜ୍ୟରେ ଧାନ ମଣ୍ଡି ଖୋଲିବାରେ ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥାର ଶୀକାର ହୋଇଥିବା ଚାଷୀଙ୍କ ପାଇଁ, ପ୍ରଦୂଷଣ ନାମରେ ସାଧାରଣ ବ୍ୟକ୍ତିଙ୍କଠାରୁ ହଜାର ହଜାର ଟଙ୍କାର ଫାଇନ୍ ନେବା ଏବଂ ବିଜୁଳି ବିତରଣ କଂପାନୀ ଟାଟା ପାୱାରର ଲୁଟର ପ୍ରତିବାଦ ଏବଂ ନବନିର୍ମାଣ ନେତୃତ୍..
ଗଞାମ, ୧୭ ଜାନୁଆରୀ (ହି.ସ.)- ଶେରଗଡ ବ୍ଳକର ପିତଳ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଅଞ୍ଚଳର ଗର୍ଭଵତୀ ଓ ପ୍ରସୂତି ମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଵିଜେଡି ସରକାର ଅମଳରେ ୧୦୨ ଆମ୍ଵୁଲାନ୍ସ ଗାଡିଯୋଗାଣ ହୋଇଥିଲା। କିନ୍ତୁ, ଦୁଇ ମାସ ହେଲା ଏହି ଗାଡ଼ି ଉଭାନ ହୋଇଯାଇଥିବାରୁ..
ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଆଗାମୀ ୨୪ ଘଂଟା ମଧ୍ୟରେ (ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ) ..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha