ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ; ପରେ ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ
ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ଧିରେ ଧିରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପା
ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ; ପରେ ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ


ଭୁବନେଶ୍ୱର, ୧୭ ଜାନୁଆରୀ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ଧିରେ ଧିରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande