ବଡଜିଉନା ରେ ଅଭିଯୋଗ ଓ ଜନ ଶୁଣାଣି ଶିବିର
ଜୟପୁର 19 ଜାନୁଆରି (ହି.ସ ଜୟପୁର ବ୍ଲକ ଅନ୍ତର୍ଗତ ବଡଜିଉନା ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଅନୁଷ୍ଟିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ଏକାଉଣ୍ଟ ଅଫିସର ତତ୍ୱମାସି ଖୁଣ୍ଟିଆ, ଜିପିଓ ସୁବାସ ଖିଲ, ସହକାରି ଯନ୍ତ୍ରୀ ରଞ୍ଜିତା ରାଣି ପଣ୍ଡା. ପ୍ର
ବଡଜିଉନା ରେ ଅଭିଯୋଗ ଓ ଜନ ଶୁଣାଣି   ଶିବିର


ଜୟପୁର 19 ଜାନୁଆରି (ହି.ସ

ଜୟପୁର ବ୍ଲକ ଅନ୍ତର୍ଗତ ବଡଜିଉନା ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଅନୁଷ୍ଟିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ଏକାଉଣ୍ଟ ଅଫିସର ତତ୍ୱମାସି ଖୁଣ୍ଟିଆ, ଜିପିଓ ସୁବାସ ଖିଲ, ସହକାରି ଯନ୍ତ୍ରୀ ରଞ୍ଜିତା ରାଣି ପଣ୍ଡା. ପ୍ରୋଗ୍ରାମ ଆସିଷ୍ଟାଣ୍ଡ ସସ୍ମିତା ପରିଡା, ସହ ଅନ୍ୟ ଲାଇନ ର ବ୍ଲକ ସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ଥିଲେ । ବିଦ୍ୟାଳୟର ନଳକୁପ ଖନନ ଆଦି ଅଭିଯୋଗ ହୋଇଥିଲା । ଏହା ସହ ଉପସ୍ଥିତ ଅଧିକାରି ମାନେ ବିଭିନ୍ନ ସରକାରୀ ଯୋଜନା ର ଲାଭ କିପରି ପାଇବେ ସେ ନେଇ ସଚେତନ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande