
ଭୁବନେଶ୍ୱର, 19 ଜାନୁଆରି (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ଓଡ଼ିଶାର ଗର୍ବ, ମହାନ ସ୍ଵାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କ ଜୟନ୍ତୀରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା