ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୨୪ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି । ଆଗାମୀ ୩ ଦିନ ମଧ୍ୟରେ (ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁ
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୪ ଜାନୁଆରୀ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୨୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି ।

ଆଗାମୀ ୩ ଦିନ ମଧ୍ୟରେ (ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି, କନ୍ଧମାଳ) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande