ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିପାରେ, ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ
ଭୁବନେଶ୍ୱର, ୨୪ ଜାନୁଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୩୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ସେହିପରି ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜା
ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ


ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିପାରେ


ଭୁବନେଶ୍ୱର, ୨୪ ଜାନୁଆରୀ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୩୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି ।

ସେହିପରି ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande