ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି
ନୂଆଦିଲ୍ଲୀ, 05 ଜାନୁଆରି (ହି.ସ.) ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ଦିଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ।ତାଙ୍କର ଉତମ ସ୍ୱାସ୍ଥ୍ୟ
ମମତା     ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି


ନୂଆଦିଲ୍ଲୀ, 05 ଜାନୁଆରି (ହି.ସ.) ମମତା

ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ଦିଦିଙ୍କୁ ଜନ୍ମଦିନର

ଶୁଭେଚ୍ଛା ।ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ସୁଦୀର୍ଘ ଜୀବନ ପାଇଁ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande