ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ଭାବେ ରାମଚନ୍ଦ୍ର ମେହେରଙ୍କୁ ଦାୟିତ୍ୱ
ଭୁବନେଶ୍ୱର, 05 ଜାନୁଆରି (ହି.ସ.)- ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ଭାବେ ରାମଚନ୍ଦ୍ର ମେହେରଙ୍କୁ ଦାୟିତ୍ୱ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଶ୍ରୀ ରାମଚନ୍ଦ୍ର ମେହେରଙ୍କୁ ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ଭାବେ ଦାୟୀତ୍ୱ ପ୍ରଦାନ କରାଯାଇଥିବା
ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ଭାବେ ରାମଚନ୍ଦ୍ର ମେହେରଙ୍କୁ     ଦାୟିତ୍ୱ


ଭୁବନେଶ୍ୱର, 05 ଜାନୁଆରି (ହି.ସ.)- ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ଭାବେ ରାମଚନ୍ଦ୍ର

ମେହେରଙ୍କୁ ଦାୟିତ୍ୱ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଶ୍ରୀ

ରାମଚନ୍ଦ୍ର ମେହେରଙ୍କୁ ସମ୍ବଲପୁର ଜିଲ୍ଲା ବିଜେପି ସଭାପତି ଭାବେ ଦାୟୀତ୍ୱ ପ୍ରଦାନ କରାଯାଇଥିବା

ଏକ ପ୍ରେସ ଇସ୍ତାହାର ଜରିଆରେ କୁହାଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande