
ଭୁବନେଶ୍ୱର, 08 ଜାନୁଆରି (ହି.ସ.)- ପଦ୍ମ ବିଭୂଷଣ ଗୁରୁ ଶ୍ରୀ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସଂସ୍କୃତି ବିଭାଗ ତରଫରୁ ଆୟୋଜିତଚିତ୍ରକଳା ଓ ଫଟୋଚିତ୍ର ପ୍ରଦର୍ଶନୀ ବୁଲି ଦେଖିଛନ୍ତି
।
ଓଡ଼ିଶୀ ନୃତ୍ୟ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ
ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶୀ
ଗବେଷଣା କେନ୍ଦ୍ର ପକ୍ଷରୁ ଏହି ଆୟୋଜନ କରାଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା