'ପଦ୍ମବିଭୂଷଣ' ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 08 ଜାନୁଆରି (ହି.ସ.)- ''ପଦ୍ମବିଭୂଷଣ'' ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଗୁରୁ ''ପଦ୍ମବିଭୂଷ
କେଳୁଚରଣ


ଭୁବନେଶ୍ୱର, 08 ଜାନୁଆରି (ହି.ସ.)- 'ପଦ୍ମବିଭୂଷଣ' ଗୁରୁ କେଳୁଚରଣ ମହାପାତ୍ରଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଗୁରୁ 'ପଦ୍ମବିଭୂଷଣ'

ଗୁରୁ

କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande