
ଭୁବନେଶ୍ୱର, ୯ ଜାନୁଆରୀ (ହି.ସ.)- ଶୁକ୍ରବାର ସକାଳେ ରାଜ୍ୟର କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ