ହାଟବରଡିହି ସରକାରୀ ହାଇସ୍କୁଲରେ ଶିଶୁ ମହୋତ୍ସବ ସୁରଭିରେ ଯୋଗଦେଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ)- ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବୁଧବାର ଦିନ ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହାଟବରଡିହି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ରେ ଯୋଗଦେବା ଅବସରରେ ବିଦ୍ୟାଳୟରେ ନବନିର୍ମିତ ସାଇକେଲ୍ ଷ୍ଟାଣ୍ଡର ଉଦଘାଟନ କରିଛନ
fghfty


ଭୁବନେଶ୍ୱର, ୧୪ ଅକ୍ଟୋବର (ହି.ସ)- ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବୁଧବାର ଦିନ ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହାଟବରଡିହି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ରେ ଯୋଗଦେବା ଅବସରରେ ବିଦ୍ୟାଳୟରେ ନବନିର୍ମିତ ସାଇକେଲ୍ ଷ୍ଟାଣ୍ଡର ଉଦଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ ଶିଶୁଙ୍କ ପ୍ରତିଭାର ବିକାଶ ଓ ଗୁଣାତ୍ମକ ଶିକ୍ଷା ପାଇଁ ଉନ୍ନତ ଭିତିଭୂମି ନିର୍ମାଣ ଆମର ପ୍ରାଥମିକତା। ଶିଶୁଙ୍କ ଉଜ୍ଜ୍ୱଳ ଭବିଷ୍ୟତ, ସମୃଦ୍ଧ ଓଡ଼ିଶାର ଆଧାର।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande