
ଭୁବନେଶ୍ୱର, ୧୭ ଅକ୍ଟୋବର (ହି.ସ.)- ଆଗାମୀ ୬ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ଆସନ୍ତା ୨୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ଦିନକ ପାଇଁ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ