
ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.)- ରାଜ୍ୟବାସୀଙ୍କୁ
ଦଶହରାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସମସ୍ତ ଓଡ଼ିଶାବାସୀଙ୍କୁ ବିଜୟା ଦଶମୀ ଓ ଦଶହରାର
ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ଦୁର୍ଗାଙ୍କ ଆଶୀର୍ବାଦରେ ପ୍ରତ୍ୟେକ ପରିବାରରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଯାଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା