
ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.)- ଆରଏସଏସର
ପ୍ରତିଷ୍ଠା ଦିବସରେ ସ୍ୱୟଂସେବକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ରାଷ୍ଟ୍ରୀୟ
ସ୍ୱୟଂସେବକ ସଂଘର ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ ସ୍ୱୟଂସେବକଙ୍କୁ ହାର୍ଦ୍ଦିକ ଶୁଭକାମନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା