ଲକ୍ଷ୍ମୀ ସହଗଲଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଲକ୍ଷ୍ମୀ ସହଗଲଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କ୍ୟାପଟେନ୍ ଲକ୍ଷ୍ମୀ ସହଗଲଙ୍କ ଜୟନ୍
ଲକ୍ଷ୍ମୀ ସହଗଲଙ୍କ     ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଲକ୍ଷ୍ମୀ

ସହଗଲଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ

କ୍ୟାପଟେନ୍ ଲକ୍ଷ୍ମୀ ସହଗଲଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande