
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ)- ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଶନିବାର ଦିନ ଲୋକଭବନରେ ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ ଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିିଛନ୍ତି। ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ କାର୍ଯ୍ୟ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ଜନସ୍ୱାର୍ଥ ସମ୍ବନ୍ଧୀୟ ବିଷୟ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା