ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପ୍ରଖର ବକ୍ତା, ସରଳ ଓ କର୍ମଠ ବ୍ୟକ୍ତିତ୍ୱର ଅଧିକାରୀ, ହିମାଚଳ ପ୍ର
ଅନୁରାଗ ଠାକୁରଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ

ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ଏକ୍ସ

ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପ୍ରଖର ବକ୍ତା, ସରଳ ଓ କର୍ମଠ ବ୍ୟକ୍ତିତ୍ୱର ଅଧିକାରୀ, ହିମାଚଳ ପ୍ରଦେଶର ହମୀରପୁରରୁ ଲୋକସଭା ସାଂସଦ ତଥା ପୂର୍ବତନ

କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଅନେକ ଅନେକ

ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande