ଆଇଟିବିପିର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଆଇଟିବିପିର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତ-ତିବ୍ବତ ସୀମା ପୁଲିସ ବଳର ୬୫ତମ ପ୍ରତିଷ୍ଠା ଦିବସ ଅବସରରେ ହାର୍ଦ୍ଦ
ଆଇଟିବିପିର ପ୍ରତିଷ୍ଠା     ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଆଇଟିବିପିର

ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ

ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଭାରତ-ତିବ୍ବତ ସୀମା ପୁଲିସ ବଳର ୬୫ତମ

ପ୍ରତିଷ୍ଠା ଦିବସ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ‘ଶୌର୍ଯ୍ୟ, ଦୃଢ଼ତା ଓ କର୍ମନିଷ୍ଠା’ର ଆଦର୍ଶକୁ ପାଥେୟ କରି ଦେଶର ସୁରକ୍ଷା ଓ ରାଷ୍ଟ୍ରସେବାରେ ନିରନ୍ତର

ସମର୍ପିତ ଆଇଟିବିପିଯବାନମାନଙ୍କୁ ସାଦର ପ୍ରଣାମ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande