
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ପଣ୍ଡିତ
ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ
ନିତ୍ୟାନନ୍ଦ ଗଣ୍ଡ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଓଡିଶା
ସାହିତ୍ୟ ଜଗତର ବିଶିଷ୍ଟ ସାହିତ୍ୟିକ, ସମାଜ ସୁଧାରକ, ବିଦ୍ଵାନ କବି ତଥା ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ
ମିଶ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ତାଙ୍କର ବଳିଷ୍ଠ
ଅବଦାନ ପାଇଁ ସେ ସର୍ବଦା ଚିରସ୍ମରଣୀୟ ହେଇ ରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା