ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଗଣକବି ବୈଷ୍ଣବ ପାଣିଙ୍
ଗଣକବି ବୈଷ୍ଣବ ପାଣିଙ୍କ     ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଗଣଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ଗଣକବି

ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ

ନିତ୍ୟାନନ୍ଦ ଗଣ୍ଡ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ ଏକ ବାର୍ତ୍ତା ଜାରି କରି ସେ

କହିଛନ୍ତି ଯେ, ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ତାଙ୍କର ଅମୂଲ୍ୟ

ସୃଷ୍ଟି ଓ ଲୋକକଳା ପ୍ରତି ଅବଦାନ ଆଜି ମଧ୍ୟ ଓଡ଼ିଆ ଜନମାନସରେ ଜୀବନ୍ତ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande