ବାତ୍ୟା ସ୍ଥିତି ଓ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ ଅକ୍ଟୋବର (ହି.ସ.)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୁଧବାର ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି)ଙ୍କ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ଅର୍ଣ୍ଣବ''ର ସ୍ଥିତି, କ୍ଷୟକ୍ଷତି, ଚାଲିଥିବା ଉଦ୍ଧାର କାର୍ଯ୍ୟ ତଥା ରିଲିଫ୍ ବଂଟନ ବ୍ୟବସ୍ଥାର ବିସ୍ତୃତ ସମୀକ୍ଷା କରିଛନ
cm


ଭୁବନେଶ୍ୱର,୨୮ ଅକ୍ଟୋବର (ହି.ସ.)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୁଧବାର ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି)ଙ୍କ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ଅର୍ଣ୍ଣବ'ର ସ୍ଥିତି, କ୍ଷୟକ୍ଷତି, ଚାଲିଥିବା ଉଦ୍ଧାର କାର୍ଯ୍ୟ ତଥା ରିଲିଫ୍ ବଂଟନ ବ୍ୟବସ୍ଥାର ବିସ୍ତୃତ ସମୀକ୍ଷା କରିଛନ୍ତି।

ପ୍ରଭାବିତ ଅଂଚଳରେ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ସହ ବିଦ୍ୟୁତ୍, ପାନୀୟ ଜଳ ଯୋଗାଣ ଓ ଯୋଗାଯୋଗ ବ୍ୟବସ୍ଥାର ତ୍ୱରିତ ପୁନରୁଦ୍ଧାର ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଙଊଜଇୠ, ଘଊଜୠ ଏବଂ ଅଗ୍ନିଶମ ବାହିନୀକୁ ପୂର୍ଣ୍ଣ ସଜାଗ ରଖିବା ଏବଂ ବିଭିନ୍ନ ବିଭାଗ ମଧ୍ୟରେ ଉତମ ଆନ୍ତଃ-ବିଭାଗୀୟ ସମନ୍ୱୟ ରକ୍ଷା କରି ଯୁଦ୍ଧକାଳୀନ ଭିତିରେ ସହାୟତା ପହଂଚାଇବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande