ଜଲେଶପଟା ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିଦର୍ଶନକଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗୁରୁବାର କନ୍ଧମାଳ ଜିଲ୍ଲାର ତୁମୁଡିବନ୍ଧ ସ୍ଥିତ ଜଲେଶପଟା ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିଦର୍ଶନ କରି ସେଠାରେ ଅଧ୍ୟୟନ କରୁଥିବା ଛାତ୍ରୀମାନଙ୍କ ପାଠ୍ୟକ୍ରମ ଏବଂ ସୁବିଧା ଅସୁବିଧା ପଚାରି ବୁଝିଛନ୍ତି। ବେଦାନ୍
hjuyu


ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗୁରୁବାର କନ୍ଧମାଳ ଜିଲ୍ଲାର ତୁମୁଡିବନ୍ଧ ସ୍ଥିତ ଜଲେଶପଟା ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିଦର୍ଶନ କରି ସେଠାରେ ଅଧ୍ୟୟନ କରୁଥିବା ଛାତ୍ରୀମାନଙ୍କ ପାଠ୍ୟକ୍ରମ ଏବଂ ସୁବିଧା ଅସୁବିଧା ପଚାରି ବୁଝିଛନ୍ତି।

ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଭୂମି ଏବଂ ଆଦ୍ୟ ସାଧନା ପୀଠ ଭାବେ ପରିଚିତ ଏହି ଆଶ୍ରମରେ ଆଦିବାସୀ କନ୍ୟାମାନଙ୍କର ସଂସ୍କାର, ଶିକ୍ଷା, ନୈତିକ ମୂଲ୍ୟବୋଧ ଏବଂ ସାଂସ୍କୃତିକ ଜାଗରଣ ପାଇଁ କରାଯାଉଥିବା ନିରନ୍ତର ପ୍ରଚେଷ୍ଟା ପ୍ରଶଂସନୀୟ ବୋଲି ମନ୍ତ୍ରୀ କହିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande