ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୩୦ ତାରିଖ ସକାଳ ଠାରୁ ଆସନ୍ତା ନଭେମ୍ବର ୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱି
୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା


ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୩୦ ତାରିଖ ସକାଳ ଠାରୁ ଆସନ୍ତା ନଭେମ୍ବର ୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande