
ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଆକାଶମାର୍ଗରୁ ବନ୍ୟାଂଚଳ ପରିଦର୍ଶନ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟରରେ ବାହାରି ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ଗଞ୍ଜାମ ଓ ଗଜପତି ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମଧ୍ୟ ବନ୍ୟା ପ୍ରଭାବିତ ଅଂଚଳ ଓ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଥିଲେ
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା