ସ୍ଵାମୀ ଦୟାନନ୍ଦ ସରସ୍ଵତୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ସ୍ଵାମୀ ଦୟାନନ୍ଦ ସରସ୍ଵତୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଆର୍ଯ୍ୟ ସମାଜର ସଂସ୍ଥାପକ ସ୍ଵାମୀ ଦୟାନନ
ମନ୍ତ୍ରୀ ମୁକେଶ  ମହାଲିଙ୍ଗ


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ସ୍ଵାମୀ

ଦୟାନନ୍ଦ ସରସ୍ଵତୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଆର୍ଯ୍ୟ ସମାଜର ସଂସ୍ଥାପକ ସ୍ଵାମୀ ଦୟାନନ୍ଦ ସରସ୍ଵତୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି। ବେଦର ବାଣୀକୁ ଜନସମାଜରେ ପହଞ୍ଚାଇବା ଏବଂ ଅନ୍ଧବିଶ୍ୱାସ, କୁସଂସ୍କାର ବିରୁଦ୍ଧରେ ଦୃଢ଼ ସଂଗ୍ରାମ ପାଇଁ ସେ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande