ହୋମି ଜାହାଙ୍ଗୀର ଭାବାଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ହୋମି ଜାହାଙ୍ଗୀର ଭାବାଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ପରମାଣୁ ବିଜ୍ଞାନୀ ‘ପଦ୍ମ ଭୂଷଣ’ ଡ
ପ୍ରଭାତୀ ପରିଡା


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ହୋମି

ଜାହାଙ୍ଗୀର ଭାବାଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ପରମାଣୁ

ବିଜ୍ଞାନୀ ‘ପଦ୍ମ

ଭୂଷଣ’

ଡକ୍ଟର ହୋମି ଜାହାଙ୍ଗୀର ଭାବାଙ୍କ ଜୟନ୍ତୀ ଅବସରରେ କୋଟି କୋଟି

ପ୍ରଣାମ ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande