ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଦକ୍ଷ ସଂଗଠକ ତଥା ପ୍ରଭାବଶାଳ
ପ୍ରଭାତୀ ପରିଡା


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୂର୍ବତନ

କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ଦକ୍ଷ ସଂଗଠକ ତଥା ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଭାବେ ପରିଚିତ ପୂର୍ବତନ

କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande