ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପୁଣି ବାତିଲ୍
ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁଣି ଓଡ଼ିଶା ଗସ୍ତ ବାତିଲ୍ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ବାତିଲ୍ ନେଇ ରାଇରଙ୍ଗପୁର ଏଡିଏମ୍ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଆସନ୍ତା ନଭେମ୍ବର ୩ ତାରିଖରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିଲା। ତେବ
draupadi murmu


ଭୁବନେଶ୍ୱର, ୩୦ ଅକ୍ଟୋବର (ହି.ସ)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁଣି ଓଡ଼ିଶା ଗସ୍ତ ବାତିଲ୍ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ ବାତିଲ୍ ନେଇ ରାଇରଙ୍ଗପୁର ଏଡିଏମ୍ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଆସନ୍ତା ନଭେମ୍ବର ୩ ତାରିଖରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିଲା। ତେବେ ଏହା ବାତିଲ ହୋଇଥିବା ଜଣାପଡିଛି। ଏହା ପୂର୍ବରୁ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ମଧ୍ୟ ବାତ୍ୟା ପାଇଁ ବାତିଲ୍ ହୋଇଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande