
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)-
ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ତଥା ‘ରାଷ୍ଟ୍ରୀୟ ଏକତା ଦିବସ’ ଅବସରରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ ଓ
କର୍ମଚାରୀମାନେ ଏକତ୍ରିତ ହୋଇ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ
ବଜାୟ ରଖିବା ପାଇଁ ସତ୍ୟନିଷ୍ଠ ଶପଥ ପାଠ କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା