ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 12 ନଭେମ୍ବର (ହି.ସ.)- ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂ
ମଦନ ମୋହନ


ଭୁବନେଶ୍ୱର, 12 ନଭେମ୍ବର (ହି.ସ.)- ପଣ୍ଡିତ ମଦନ

ମୋହନ ମାଲବ୍ୟଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି

ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷାବିତ ତଥା ସମାଜ ସଂସ୍କାରକ ମହାମନା ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ଶ୍ରାଦ୍ଧ

ବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ତାଙ୍କ ଦୃଷ୍ଟିଭଙ୍ଗୀ, ଆଦର୍ଶ ଓ ଦେଶସେବା ପ୍ରତି ନିଷ୍ଠା ସଦା ଦେଶବାସୀଙ୍କୁ ପ୍ରେରିତ କରିବ

।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande