ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 19 ନଭେମ୍ବର (ହି.ସ.) -ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାନ ବୀରାଙ୍ଗନା ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀ ଅବସରରେ ତାଙ୍କୁ
ଲକ୍ଷ୍ମୀବାଈ


ଭୁବନେଶ୍ୱର, 19 ନଭେମ୍ବର (ହି.ସ.) -ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ

କରିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି

କରି ସେ କହିଛନ୍ତି ଯେ, ମହାନ ବୀରାଙ୍ଗନା ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀ ଅବସରରେ ତାଙ୍କୁ

ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କର ବୀରତ୍ୱ, ସ୍ୱାଭିମାନ ଓ ଦେଶଭକ୍ତିର ଭାବନା ସର୍ବଦା

ଦେଶବାସୀଙ୍କୁ ରାଷ୍ଟ୍ରସେବା ଏବଂ ମାତୃଭୂମିର ସୁରକ୍ଷା ପାଇଁ ପ୍ରେରଣା ଯୋଗାଇ ଚାଲିଥିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande