କେନ୍ଦ୍ରମନ୍ତ୍ରୀ କିରେନ୍ ରିଜିଜୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ
ଭୁବନେଶ୍ୱର, ୧୯ ନଭେମ୍ବର (ହି.ସ) । କେନ୍ଦ୍ର ସଂସଦୀୟ ବ୍ୟାପାର ଓ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ୍ ରିଜିଜୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ। ଏକ୍ସ ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇ ଶ୍ରୀ ସିଂହଦେଓ କହିଛନ୍ତି
କେରନ


ଭୁବନେଶ୍ୱର, ୧୯ ନଭେମ୍ବର (ହି.ସ) । କେନ୍ଦ୍ର ସଂସଦୀୟ ବ୍ୟାପାର ଓ ସଂଖ୍ୟାଲଘୁ

ବ୍ୟାପାର ମନ୍ତ୍ରୀ କିରେନ୍ ରିଜିଜୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର

ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ।

ଏକ୍ସ ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇ ଶ୍ରୀ ସିଂହଦେଓ କହିଛନ୍ତି ଯେ, ଏହି ଜନ୍ମଦିନ

ତାଙ୍କ ଜୀବନରେ ସୁସ୍ଥତା, ସୁଖ ଓ ନିରନ୍ତର

ସଫଳତାର ଏକ ନୂତନ ବର୍ଷର ଶୁଭାରମ୍ଭ କରୁ। ତାଙ୍କର ସମସ୍ତ ପ୍ରୟାସରେ ସଫଳତା ଓ ଆତ୍ମସନ୍ତୋଷ

ମିଳୁ। ଏଥିସହ ଜନସେବା ପ୍ରତି ତାଙ୍କର ସମର୍ପଣ ଓ ନିଷ୍ଠା ଆଗକୁ ମଧ୍ୟ ଅବ୍ୟାହତ ରହୁ ବୋଲି ସେ

କାମନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande