ବାମଣ୍ଡା ରାଜା ସାର୍ ବାସୁଦେବ ସୁଢ଼ଳଦେବଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ନମନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ବାମଣ୍ଡା ରାଜା ସାର୍ ବାସୁଦେବ ସୁଢ଼ଳଦେବଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର
ବାସୁଦେବ


ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ବାମଣ୍ଡା ରାଜା ସାର୍ ବାସୁଦେବ ସୁଢ଼ଳଦେବଙ୍କ ଶ୍ରାଦ୍ଧ

ବାର୍ଷିକୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର

ଅନ୍ୟତମ କର୍ଣ୍ଣଧାର ବାମଣ୍ଡା ରାଜା ସାର୍ ବାସୁଦେବ ସୁଢ଼ଳଦେବଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ

ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande