ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ଆସନ୍ତା ନଭେମ୍ବର ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ର
୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ


ଭୁବନେଶ୍ୱର, ୨ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ଆସନ୍ତା ନଭେମ୍ବର ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande