Invalid email address
Hindusthan Samachar News Agency, First Floor, 23, Panchkuian Road, Near R. K. Ashram Metro Station, Pillar No. 12, New Delhi-110001
(+91) 7701802829 / 9625923629
marketing@hs.news
03 Nov 2026
କେନ୍ଦୁଝର, 03 ନଭେମ୍ବର (ହି.ସ.) କେନ୍ଦୁଝର ଜିଲ୍ଲାରେ ଓଡ଼ିଶା ଜନତା କଂଗ୍ରେସର ବିଶାଳ ଜନସମାବେଶ । ସରକାରଙ୍କୁ ଟାର୍ଗେଟ୍ କଲେ ରାଜ୍ୟ ସଭାପତି ମହମ୍ମଦ ମୋକିମ । କେନ୍ଦୁଝର ଜିଲ୍ଲାରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ଏକ ବିଶାଳ ଜନସମାବେଶ ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । ପୁରୁଣା ବଜାରସ୍ଥିତ..
ଘଟଗାଁ ,୩ ନଭେମ୍ବର (ହି.ସ.) ଜମିଜମା ବିବାଦକୁ କେନ୍ଦ୍ର କରି ଜଣେ ୭୨ ବର୍ଷୀୟ ବୃଦ୍ଧଙ୍କୁ ଆକ୍ରମଣ, ଅଶ୍ଳୀଳ ଗାଳିଗୁଲଜ ସହ ହତ୍ୟା ଓ ଘରେ ନିଆଁ ଲଗାଇଦେବାକୁ ଧମକ ଦିଆଯାଇଥିବା ନେଇ ପାଣ୍ଡପଡ଼ା ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କ ନାମରେ ପୁଲିସ ମାମଲା ରୁଜୁ କରିଥିବା ବେଳେ ଘଟଣାକୁ ..
ପୁରୀ, ୩ ନଭେମ୍ବର (ହି.ସ.)- ଆସନ୍ତାକାଲି ବୁଧବାର କାର୍ତିକ ମାସ କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଂଟା ସର୍ବସାଧାରଣ ଦର୍ଶନ ବନ୍ଦ ..
କେନ୍ଦୁଝର, 03 ନଭେମ୍ବର (ହି.ସ.) କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା-ତେଲକୋଇ ପୂର୍ତ୍ତ ରାସ୍ତାରେ ଆଜି ସକାଳୁ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।ସମସ୍ତ ଆହତଙ୍କୁ ଅଗ୍ନିଶମବାହିନୀ ଓ ଆମ୍ବୁଲାନ୍ସ ଯୋଗେ ତେଲକୋଇ ଡାକ୍ତର..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha