ସମାଜସେବୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ରାଜ୍ୟପାଳ
ଭୁବନେଶ୍ୱର, 03 ନଭେମ୍ବର (ହି.ସ.)- ସମାଜସେବୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେ
ସମାଜସେବୀ ଅନ୍ନପୂର୍ଣ୍ଣା     ମହାରଣାଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ ରାଜ୍ୟପାଳ


ଭୁବନେଶ୍ୱର, 03 ନଭେମ୍ବର (ହି.ସ.)- ସମାଜସେବୀ

ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଶ୍ରୀ

ବ୍ରଜମୋହନ ରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande