ରାସବିହାରୀ ବେହେରାଙ୍କ ବିୟୋଗରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୦୪ ନଭେମ୍ବର (ହି.ସ)- ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସବିହାରୀ ବେହେରାଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଭୀର ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି କଳାହାଣ୍ଡିର ପୂର୍ବତନ ସାଂସଦ ତଥା କୋକସରାର ପୂର୍ବତନ ବିଧାୟକ
juyk


ଭୁବନେଶ୍ୱର, ୦୪ ନଭେମ୍ବର (ହି.ସ)- ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସବିହାରୀ ବେହେରାଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି କଳାହାଣ୍ଡିର ପୂର୍ବତନ ସାଂସଦ ତଥା କୋକସରାର ପୂର୍ବତନ ବିଧାୟକ ରାସବିହାରୀ ବେହେରାଙ୍କ ପରଲୋକ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଦୁଃଖଦ ସମୟରେ ଧୈର୍ଯ୍ୟ ଓ ସାହସ ପ୍ରଦାନ ପାଇଁ ପ୍ରାର୍ଥନା କରୁଛି।ଓଁ ଶାନ୍ତି!

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande