ବୀର ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 28 ଫେବ୍ରୁଆରି (ହି.ସ.)- ବୀର ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ
ବୀର ସୁରେନ୍ଦ୍ର ସାଏ


ଭୁବନେଶ୍ୱର, 28 ଫେବ୍ରୁଆରି (ହି.ସ.)- ବୀର

ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ

ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।

ତାଙ୍କର ଦେଶପ୍ରେମ, ବୀରତ୍ୱ, ତ୍ୟାଗ

ଏବଂ ବଳିଦାନ ଆମ ପାଇଁ ସଦା ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande