ଜାତୀୟ ବିଜ୍ଞାନ ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 28 ଫେବ୍ରୁଆରି (ହି.ସ.)- ଜାତୀୟ ବିଜ୍ଞାନ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ବିଜ୍ଞାନ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା
ବିଜ୍ଞାନ


ଭୁବନେଶ୍ୱର, 28 ଫେବ୍ରୁଆରି (ହି.ସ.)- ଜାତୀୟ

ବିଜ୍ଞାନ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ବିଜ୍ଞାନ ଦିବସ ଅବସରରେ ସମସ୍ତଙ୍କୁ

ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଆଜିର ଦିନରେ ହିଁ ଦେଶର ମହାନ ବୈଜ୍ଞାନିକ ଡ଼ ସି.

ଭି. ରମଣ ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ 'ରମଣ ପ୍ରଭାବ' ଆବିଷ୍କାର କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande