ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 09 ଫେବ୍ରୁଆରି (ହି.ସ.)- ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ର     ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 09 ଫେବ୍ରୁଆରି (ହି.ସ.)- ମହାରାଷ୍ଟ୍ର

ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାରାଷ୍ଟ୍ରର

ଉପମୁଖ୍ୟମନ୍ତ୍ରୀ ଶ୍ରୀ ଏକନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା । ମହାରାଷ୍ଟ୍ରକୁ ନୂଆ ଶିଖରକୁ ନେବାରେ ତାଙ୍କ ଉଦ୍ୟମ

ପ୍ରଶଂସନୀୟ । ତାଙ୍କର ସୁଖୀ, ସୁସ୍ୱାସ୍ଥ୍ୟ ଓ

ସୁଦୀର୍ଘ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande