ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି
ନୂଆଦିଲ୍ଲୀ, 09 ଫେବ୍ରୁଆରି (ହି.ସ.)- ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପିଏମ କହିଛନ୍ତି ଯେ, ଏକାନଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା । ସେ ମ
ମହାରାଷ୍ଟ୍ର     ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି


ନୂଆଦିଲ୍ଲୀ, 09 ଫେବ୍ରୁଆରି (ହି.ସ.)- ମହାରାଷ୍ଟ୍ର

ଉପମୁଖ୍ୟମନ୍ତ୍ରୀ ଏକାନାଥ ସିନ୍ଦେଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ନରେନ୍ଦ୍ର ମୋଦି । ଏନେଇ ସୋସିଆଲ ମିଡିଆ ଏକ୍ସରେ ପିଏମ କହିଛନ୍ତି ଯେ, ଏକାନଥ ସିନ୍ଦେଙ୍କୁ

ଜନ୍ମଦିନର ଶୁଭେଚ୍ଛା । ସେ ମହାରାଷ୍ଟ୍ରର ଉନ୍ନତିକୁ ଆଗେଇ ନେବା ଏବଂ ପୂଜ୍ୟ ବାଲାସାହେବ ଠାକରେ

ଏବଂ ଧରମବୀର ଆନନ୍ଦ ଦିଘେଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି।

ତାଙ୍କ ଦୀର୍ଘାୟୁ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande